କଂଗ୍ରେସରୁ ବିଦା ହେଲେ ମୋକିମ୍‌

ମହଙ୍ଗା ପଡିଲା ଦଳ ବିରୋଧୀ ବୟାନ । କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି ଦଳର ବରିଷ୍ଠ ନେତା ମହମ୍ମଦ ମୋକିମ୍ । ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ମୋକିମଙ୍କୁ ବହିସ୍କୃତ ନେଇ ଏଆଇସିସିକୁ ଚିଠି ଲେଖାଯାଇଥିଲା । ଏଥିରେ ଏଆଇସିସି ମୋହର ମାରିଛି । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ବହିଷ୍କୃତ କରାଯାଇଥିବା ଓପିସିସି ପକ୍ଷରୁ ସୂଚନା ଦିଆଯାଇଛି । ମହମ୍ମଦ ମୋକିମଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଛି । ପିସିସି … Continue reading କଂଗ୍ରେସରୁ ବିଦା ହେଲେ ମୋକିମ୍‌