ସୋମବାର ସ୍କୁଲ ଛୁଟି

ଭୁବନେଶ୍ୱର: ଆସନ୍ତା ସୋମବାର ଦୀପାବଳି ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ସୂଚନା ଜାରି କରାଯାଇଛି। ସୂଚନାଯୋଗ୍ୟ, ଆସନ୍ତା ୨୦ ତାରିଖ  ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର ।  ସୂଚନା ଅନୁସାରେ, ପୂର୍ବରୁ ଘୋଷିତ ୨୧ ତାରିଖ ଛୁଟି ମଧ୍ୟ ବଳବତ୍ତର ରହିବ ।  ମାତ୍ର ୨୧ ତାରିଖରେ ସମସ୍ତ ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କିଂ ସଂସ୍ଥା ଖୋଲା ରହିବ । ନୂଆପଡା ବ୍ୟତୀତ ରାଜ୍ୟର … Continue reading ସୋମବାର ସ୍କୁଲ ଛୁଟି