ଦୈନିକ ୬ ଘଣ୍ଟା ଚାଲିବ ବିଧାନସଭା ମୈାସୁମୀ ଅଧିବେଶନ

ଭୁବନେଶ୍ୱର: ଆସନ୍ତା ଜୁଲାଇ ୨ରୁ ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଚାଲିବ ବିଧାନସଭା ପୂର୍ଣ୍ଣାଙ୍ଗ ବଜେଟ୍ ଅଧିବେଶନ । ୨୪ଟି କାର୍ଯ୍ୟ ଦିବସ ଥିବା ଅଧିବେଶନକୁ ସୁରୁଖୁରୁରେ ଶେଷ କରିବା ପାଇଁ ବାଚସ୍ପତି ଉଦ୍ୟମ କରିଛନ୍ତି । ଆଜି ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଶେଷ ହୋଇଛି । ଦୈନିକ ୬ ଘଣ୍ଟା ଚାଲିବ ବିଧାନସଭାର ଗୃହକାର୍ଯ୍ୟ । ଆଗରୁ ୫ ଘଣ୍ଟା ଚାଲୁଥିଲା । ସର୍ବଦଳୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି … Continue reading ଦୈନିକ ୬ ଘଣ୍ଟା ଚାଲିବ ବିଧାନସଭା ମୈାସୁମୀ ଅଧିବେଶନ