30.1 C
Bhubaneswar
Tuesday, June 18, 2024
Homeଓଡିଶା୫ ଦିନ ଭିତରେ କେରଳ ଛୁଇଁବ ମୌସୁମୀ

୫ ଦିନ ଭିତରେ କେରଳ ଛୁଇଁବ ମୌସୁମୀ

ଭୁବନେଶ୍ୱର : ଏଥର ଶୀଘ୍ର ଆସିବ ମୌସୁମୀ । ଆଗାମୀ ୫ ଦିନ ଭିତରେ କେରଳ ଛୁଇଁପାରେ ମୌସୁମୀ । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ସଂସ୍ଥା । ମୌସୁମୀ କେରଳ ଛୁଇଁବା ନେଇ ପାଗ ଅନୁକୂଳ ରହିଛି । ୫ ଦିନ ଭିତରେ ଏହା କେରଳ ଉପକୂଳ ଛୁଇଁବ । ଅନ୍ୟପକ୍ଷରେ ଆସନ୍ତାକାଲି ଠାରୁ  ୨ରୁ ୩ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଗାମୀ ୫ ଦିନ ପର୍ୟ୍ୟନ୍ତ ହିଟୱେଭ୍ ସମ୍ଭାବନା ନାହିଁ । ୩୧ ତାରିଖ ପର୍ୟ୍ୟନ୍ତ ଏଭଳି ସ୍ଥିତି ରହିବ । କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking