ଆଗାମୀ ଦୁଇ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ବର: ଆଗାମୀ ଦୁଇ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ। ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ସେ କହିଛନ୍ତି, ମୌସୁମୀ ପାଇଁ ପାଗ ଅନୁକୂଳ ରହିଛି। ଦକ୍ଷିଣ ପଶ୍ଚିମ ଦିଗରୁ ବାୟୁ ପ୍ରବାହିତ ହେଉଛି। ଆଗାମୀ ଦୁଇ ଦିନ ଭିତରେ ରାଜ୍ୟର ତାପମାତ୍ରା ଆହୁରି କମିବ। ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ବୃଦ୍ଧି ପାଇଛି। ତାପମାତ୍ର ଆଗ ଅପେକ୍ଷା କମିଛି। ଗତ ଦୁଇ ଦିନରେ କିଛି ଜିଲ୍ଲାରେ ବର୍ଷାର ପରିମାଣ ବୃଦ୍ଧି ପାଇଛି ଏବଂ ଆଗାମୀ … Continue reading ଆଗାମୀ ଦୁଇ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ