27.1 C
Bhubaneswar
Saturday, December 6, 2025
Homeଓଡିଶା'ମୋନ୍ଥା' ପ୍ରଭାବ: ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

‘ମୋନ୍ଥା’ ପ୍ରଭାବ: ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବାତ୍ୟା ମୋନ୍ଥା ଯୋଗୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଞ୍ଜାମ, ରାୟଗଡ଼ା, ସୁନ୍ଦରଗଡ଼, କେଉଁଝର, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପବନର ଗତି ୪୫-୫୫ କିମି ପ୍ରତି ଘଣ୍ଟା ଓ ଝଟକା ପବନର ବେଗ ୬୫ କିଲୋମିଟର ପ୍ରତି ଘଣ୍ଟା ରହିବ । ନବରଙ୍ଗପୁର, କଳାହାଣ୍ଡି, ଗଜପତି, ରାୟଗଡ଼ା ୩୫-୪୫ କିମି ପ୍ରତି ଘଣ୍ଟା ପବନର ବେଗ ରହିବ ଓ ଝଟକା ପବନ ୫୫ କିମି ପ୍ରତିଘଣ୍ଟା ରହିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking