ଜାତୀୟ ମୁଟ କୋର୍ଟ ପ୍ରତିଯୋଗିତାରେ ସୋଆ ଆଇନ୍ ଛାତ୍ରଛାତ୍ରୀ ବିଜୟୀ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲ (ସ୍ନିଲ୍‌)ର ତିନି ଜଣ ଛାତ୍ରଛାତ୍ରୀ ନିକଟରେ ଜାଭିୟର୍ ଲ ସ୍କୁଲ୍‌ରେ ଆୟୋଜିତ ଜାତୀୟ ମୁଟ୍ କୋର୍ଟ ପ୍ରତିଯୋଗିତା ୨୦୨୪ରେ ବିଜୟୀ ହୋଇଛନ୍ତି । ଫେବୃଆରୀ ୧୬ ରୁ ୧୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଜାଭିୟର ଲ ସ୍କୁଲ୍ ଏବଂ କମ୍ପିଟିସନ୍ କମିଶନ ଅଫ୍ ଇଣ୍ଡିଆ ମିଳିତ ଭାବେ ଆୟୋଜନ କରିଥିଲେ । ପ୍ରତିଯୋଗିତାର ଅନ୍ତିମ ପର୍ଯ୍ୟାୟରେ ସ୍ନିଲ୍ … Continue reading ଜାତୀୟ ମୁଟ କୋର୍ଟ ପ୍ରତିଯୋଗିତାରେ ସୋଆ ଆଇନ୍ ଛାତ୍ରଛାତ୍ରୀ ବିଜୟୀ