33.1 C
Bhubaneswar
Tuesday, April 30, 2024
Homeଓଡିଶାଏଥର ସ୍ୱାଭାବିକ ଠାରୁ ଅଧିକ ବର୍ଷା!

ଏଥର ସ୍ୱାଭାବିକ ଠାରୁ ଅଧିକ ବର୍ଷା!

ଭୁବନେଶ୍ୱର : ଏଥର ମୌସୁମୀରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଜୁନ୍ ରୁ ସେପ୍ଟେମ୍ବର ଯାଏଁ ୧୦୬ ପ୍ରତିଶତ ବର୍ଷା ହେବାର ସମ୍ଭାବନା ରହିଛି। ମୌସୁମୀ ପ୍ରାରମ୍ଭରେ ଏଲ୍-ନିନୋ କ୍ରମେ ଦୁର୍ବଳ ହେବାର ସମ୍ଭାବନା ରହିଛି। ମୌସୁମୀ ଦ୍ୱିତୀୟାର୍ଦ୍ଧରେ ଲା-ନିନା ସକ୍ରିୟ ହେବା ଆକଳନ କରାଯାଉଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking