ଭୁବନେଶ୍ୱର : ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ହେବ । ଚାଷୀଙ୍କ ଅଭିଯୋଗ ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ ଦିଆଯିବ । ଦଲାଲଙ୍କ ଉପରେ ତୀକ୍ଷ୍ଣ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ୧ ଲକ୍ଷରୁ ଅଧିକ ଚାଷୀ ଲାଭବାନ ହେବେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।