37.1 C
Bhubaneswar
Thursday, March 28, 2024
Homeଓଡିଶାଜ୍ୱର ଓ ଝାଡ଼ାରେ ଆକ୍ରାନ୍ତ ୨୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ

ଜ୍ୱର ଓ ଝାଡ଼ାରେ ଆକ୍ରାନ୍ତ ୨୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ

ଫୁଲବାଣୀ: ଖଜୁରିପଡ଼ା ବ୍ଲକ ପିରୁକୁଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲର ୨୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡ଼ିଛନ୍ତି । ଏହି ବିଦ୍ୟାଳୟର ୨୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଜ୍ୱର ଓ ଝାଡ଼ାରେ ଆକ୍ରାନ୍ତ ହୋଇ ଅସୁସ୍ଥ ହୋଇପଡ଼ିଥିବା ଜଣାପଡ଼ିଛି । ବୋରିଂ ପାଣି ପିଇବାରୁ ଛାତ୍ରଛାତ୍ରୀମାନେ ଅସୁସ୍ଥ ହୋଇଥିବା ସନ୍ଦେହ କରାଯାଉଛି । ଅୁସ୍ଥ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରଏକ ସ୍ୱତନ୍ତ୍ର ଟିମ୍‌ର ପିରୁକୁଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଆସି ଯାଞ୍ଚ ପରେ ଫେରିଯାଇଥିବା ସୂଚନା ମିଳିଛି ।

ମାଆଝିଅଙ୍କ ମୃତ୍ୟୁ ଘଟଣା: ଦୁର୍ଘଟଣା ନୁହଁ, ହତ୍ୟା ସନ୍ଦେହ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking