ବିଶ୍ୱକର୍ମା ଯୋଜନାକୁ ମଞ୍ଜୁରୀ

ବ୍ୟୁରୋ : କୌଳିକ ବୃତ୍ତିଗତ ବ୍ୟବସାୟୀଙ୍କ ଉନ୍ନତି ପାଇଁ ଆସିବାକୁ ଥିବା ‘ବିଶ୍ୱକର୍ମ ଯୋଜନା’କୁ ଆଜି କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ଯୋଜନା ଅଧୀନରେ ବୃତ୍ତିଗତ ବ୍ୟବସାୟୀଙ୍କୁ ସର୍ବାଧିକ ୫% ସୁଧରେ ୧ ଲକ୍ଷ ଟଙ୍କାର ଋଣ ପ୍ରଦାନ କରାଯିବ। ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧନ କରି ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱକର୍ମା ଯୋଜନା ଲାଗୁ କରାଯିବ ବୋଲି କହିଥିଲେ।ସେ ଘୋଷଣା କରିବା ପରେ ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ବୈଠକ ବସିଥିଲେ। … Continue reading ବିଶ୍ୱକର୍ମା ଯୋଜନାକୁ ମଞ୍ଜୁରୀ