ଏପ୍ରିଲ ୨ରୁ ରାଜ୍ୟରେ ଆରମ୍ଭ ହେବ ସକାଳୁଆ ସ୍କୁଲ

ଭୁବନେଶ୍ୱର : ସ୍କୁଲ ପିଲାଙ୍କ ପାଇଁ ବଡ଼ ଖବର । ଏପ୍ରିଲ ୨ରୁ ରାଜ୍ୟରେ ଆରମ୍ଭ ହେବ ସକାଳୁଆ ସ୍କୁଲ । ସକାଳ ୬ଟା ୩୦ରୁ ଦିନ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ପାଠ ପଢ଼ା ଚାଲିବ । ଏହାସହ ସକାଳ ୭ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଠ ପଢ଼ା ଚାଲିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ଏନେଇ … Continue reading ଏପ୍ରିଲ ୨ରୁ ରାଜ୍ୟରେ ଆରମ୍ଭ ହେବ ସକାଳୁଆ ସ୍କୁଲ