36.3 C
Bhubaneswar
Wednesday, April 15, 2026
Homeଓଡିଶାଖୁବଶୀଘ୍ର ସକାଳୁଆ ସ୍କୁଲ

ଖୁବଶୀଘ୍ର ସକାଳୁଆ ସ୍କୁଲ

ଭୁବନେଶ୍ବର: ରାଜାରେ ଖୁବଶୀଘ୍ର ହୋଇପାରେ ସକାଳୁଆ ସ୍କୁଲ । ବଢୁଥିବା ଖରାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯାଇପାରେ । ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସୂଚନା । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସହ ଆଲୋଚନା ବିଭାଗ ସହ ଆଲୋଚନା କରାଯିବ । ସ୍ଥିତିକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking