28.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗବିଦ୍ୟୁତ ସଂସ୍ପର୍ଶରେ ଆସି ଚାଲିଗଲା ମା’- ଝିଅଙ୍କ ଜୀବନ

ବିଦ୍ୟୁତ ସଂସ୍ପର୍ଶରେ ଆସି ଚାଲିଗଲା ମା’- ଝିଅଙ୍କ ଜୀବନ

ରାୟଗଡ଼ା : ରାୟଗଡା ଜିଲ୍ଲା ରାୟଗଡ଼ା ଜିଲ୍ଲା ପଦ୍ମପୁର ଥାନା ସାଇନଗରରେ ମା‘ ଝିଅଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଦୁଇ ଜଣଙ୍କ ମୃତଦେହ ଘର ଭିତରୁ ଉଦ୍ଧାର କରାଯାଇଛି । ଉଭୟଙ୍କ ମୃତ୍ୟୁର କାରଣ ଜଣା ପଡ଼ି ନାହିଁ। ତେବେ ପାଣି ଗରମ କରୁଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଦୁହିଁଙ୍କର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ଶୀତଦିନ ହୋଇଥିବାରୁ ପାଣି ଗରମ କରିବାବେଳେ ଏଭଳି ଅଘଟଣ ଘଟିଥିବା କୁହାଯାଉଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking