34.4 C
Bhubaneswar
Thursday, July 2, 2026
Homeଓଡିଶାମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଆଦାନୀ ସହ ୧ ଲକ୍ଷ ୧ ହଜାର କୋଟିର ଏମଓୟୁ ସ୍ୱାକ୍ଷରିତ

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଆଦାନୀ ସହ ୧ ଲକ୍ଷ ୧ ହଜାର କୋଟିର ଏମଓୟୁ ସ୍ୱାକ୍ଷରିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ୧ ଲକ୍ଷ ୧ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ଲାଗି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଓଡିଶାରେ ଦେଶର ବୃହତ ବିଦେଶୀ ପୁଞ୍ଜି ନିବେଶ । ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଅନ୍ତରାଷ୍ଟ୍ରୀୟ ହୋଲଡିଂ କମ୍ପାନୀ ନିବେଶ କରିବ ୧ ଲକ୍ଷ ୧ ହଜାର କୋଟି । ରାଜ୍ୟର ଖଣି କ୍ଷେତ୍ରରେ ବଡ ବିଦେଶ ପୁଞ୍ଜି ନିବେଶ । ଏନେଇ ଆଜି ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସ୍ୱାକ୍ଷରିତ ହୋଇଛି ଏମଓୟୁ । ଶିଳ୍ପ ବିଭାଗ ଏବଂ ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଅନ୍ତରାଷ୍ଟ୍ରୀୟ ହୋଲଡିଂ କମ୍ପାନୀ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ ହୋଇଛି । ଏନେଇ ଲୋକସେବା ଭବନ କନଭେନସନ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମ ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ସଂପଦ ଚନ୍ଦ୍ର ସ୍ୱାଇଁ , ମୁଖ୍ୟ ଉପସ୍ଥିତ ଥିଲେ । ୧ ଲକ୍ଷ ୧ ହଜାର କୋଟି ନିବେଶ ଦ୍ୱାରା ୫୩ ହଜାର ୫୦୦ ନିଯୁକ୍ତି ସୃଷ୍ଟି ହେବ ବୋଲି ଆକଳନ କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking