ଭୁବନେଶ୍ୱର : ଭୁବନେଶ୍ୱର ଏମ୍ସରେ ଡାକ୍ତରଙ୍କ ଆନ୍ଦୋଳନ, ରୋଗୀ ସେବା ଠପ୍ । କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟାକୁ ନେଇ ଆନ୍ଦୋଳନ । ସିନିୟର୍ ଓ ଜୁନିୟର୍ ରେସିଡେଣ୍ଟ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ । ଡାକ୍ତରଙ୍କୁ ସୁରକ୍ଷା ଓ ନ୍ୟାୟ ଦେବା ଦାବିରେ ଗର୍ଜିଲେ ଡାକ୍ତର।