ଅଗ୍ନିଶମ କର୍ମଚାରୀଙ୍କ ଆନ୍ଦୋଳନ ପ୍ରତ୍ୟାହୃତ

ଭୁବନେଶ୍ୱର : ଆନ୍ଦୋଳନ ପ୍ରତ୍ୟାହାର କଲେ ଅଗ୍ନିଶମ କର୍ମଚାରୀ । କାର୍ଯ୍ୟରେ ଯୋଗ ଦେବେ କହିଲେ ଆନ୍ଦୋଳନରତ କର୍ମଚାରୀ । ଏସ୍‌ମା ଓ ବାଧ୍ୟତାମୂଳତ ଅବସର ଚେତାବନୀ ପାଇଁ ଓହରିଲେ । କାର ଦୁର୍ଘଟଣାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ , 4 ବର୍ଷର ଝିଅ ଗୁରୁତର