22.1 C
Bhubaneswar
Friday, December 5, 2025
Homeଓଡିଶାସାଂସଦ ବିଭୁ ତରାଇଙ୍କ କାର ଦୁର୍ଘଟଣା

ସାଂସଦ ବିଭୁ ତରାଇଙ୍କ କାର ଦୁର୍ଘଟଣା

ଜଗତସିଂହପୁର: ଜଗତସିଂହପୁର ସାଂସଦ ବିଭୁ ପ୍ରସାଦ ତରାଇଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ । ଅଳ୍ପକେ ବର୍ତ୍ତିଲେ  ସାଂସଦ । ସାଂସଦ ଖେଳ  ମହୋତ୍ସବରେ ଯୋଗ ଦେବା ପାଇଁ ଭୁବନେଶ୍ୱରରୁ ଜଗତସିଂହପୁର ଆସୁଥିବା ବେଳେ ୫୫ ନମ୍ବର ଜାତୀୟ ରାଜପଥର ହାଜିପୁର ନିକଟରେ ତାଙ୍କର କାର ଦୁର୍ଘଟଣାଗ୍ରସ୍ତ ହୋଇଛି । ସାଂସଦଙ୍କ କାରକୁ ପଛପଟୁ ଆସୁଥିବା ଏକ କାର ଧକ୍କା ଦେଇଥିଲା । ଗାଡିଟି ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି। ବିରିଡି ଥାନା ପୋଲିସ  ଦୁର୍ଘଟଣା ଘଟାଇଥିବା ଗାଡିକୁ  ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking