35.1 C
Bhubaneswar
Saturday, May 4, 2024
Homeଦେଶ ବିଦେଶବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ମୁକୁଲ ରାୟଙ୍କୁ କରୋନା

ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ମୁକୁଲ ରାୟଙ୍କୁ କରୋନା

କୋଲକାତା : କରୋନାରେ ସଂକ୍ରମିତ ହେଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ମୁକୁଲ ରାୟ। ମୁକୁଲଙ୍କ ସହିତ ତାଙ୍କ ପତ୍ନୀ କ୍ରଷ୍ଣା ରାୟ ମଧ୍ୟ କରୋନାରେ ସଂକ୍ରମିତ ହୋଇଛନ୍ତି। କ୍ରିଷ୍ଣାଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ ନଥିବାରୁ ବର୍ତ୍ତମାନ ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। କରୋନା ପଜିଟିଭ ପରେ ସେ ସଙ୍ଗରୋଧରେ ଅଛନ୍ତି। ଏନେଇ ସେ ଟୁଇଟ କରି ସୂଚନା ଦେଇଛନ୍ତି। ମୁକୁଲ ରାୟ ଉତ୍ତର କ୍ରିଷ୍ଣା ନଗରର ସାଂସଦ ଅଛନ୍ତି। ତେବେ ଗତ ଦିନରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନେ ନିଜର କୋଭିଡ ପରୀକ୍ଷା କରାଇନେବାକୁ ସେ ଅନୁରୋଧ କରିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking