ଆଜି ମଧ୍ୟରାତିରୁ ସ୍ଥଳଭାଗ ଛୁଇଁବ ‘ମୁରାସୁ’
ଭୁବନେଶ୍ବର: ଦକ୍ଷିଣ-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ‘ମୁରାସୁ’ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରୁ ବଳ ଗୋଟାଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୨୭କି.ମି. ବେଗରେ ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ମାଡ଼ି ଆସୁଛି। ଆସନ୍ତାକାଲି ସକାଳୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ‘ମୁରାସୁ’ ଉତ୍ତର-ପଶ୍ଚିମ ଦିଗରେ ମୁହଁାଇବ। ସୋମବାର ମଧ୍ୟରାତ୍ରିରୁ ମଙ୍ଗଳବାର ସକାଳ ସୁଦ୍ଧା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ନେଲୋର-ନର୍ସାପୁର ମଧ୍ୟରେ ବାତ୍ୟା ସ୍ଥଳଭାଗ ଅତିକ୍ରମ … Continue reading ଆଜି ମଧ୍ୟରାତିରୁ ସ୍ଥଳଭାଗ ଛୁଇଁବ ‘ମୁରାସୁ’
Copy and paste this URL into your WordPress site to embed
Copy and paste this code into your site to embed