ଭଦ୍ରକ: ବିଡ଼ି ମାଗିବାକୁ ନେଇ ଇଚ୍ଛାପୁର ଛକରେ ହତ୍ୟା । ୨ ଜଣଙ୍କୁ ଗିରଫ କଲା ସାବରଙ୍ଗ ଥାନା ପୋଲିସ୍ । ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ଭଦ୍ରକ ସଦର SDPO। ଗତ ୯ ତାରିଖରେ ବିଡ଼ି ମଗାକୁ ନେଇ ମାରପିଟ ହୋଇଥିଲା। ୨୦ ତାରିଖରେ ଗୁରୁତର ଗୋଲକ ମଣ୍ଡଳଙ୍କ ମୃତ୍ୟୁ ହୋଇଥିଲା। ସାବରଙ୍ଗ ଥାନାରେ ଅଭିଯୋଗ ପରେ କାରଣ ଖୋଜୁଥିଲା ପୋଲିସ୍।









