ପୀତବାସଙ୍କ ମର୍ଡର: ଉମା ବିଶୋୟୀ ଗିରଫ

ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ସୁପାରୀ ଉମା ବିଶୋୟୀ ଗିରଫ ହୋଇଥିବା ସୂଚନା ମିଳିଛି । ହତ୍ୟା ଘଟଣାର ପୂରା ପ୍ଲାନ ଉମା ବିଶୋୟୀ କରିଥିବା ସୂଚନା ମିଳିଛି । କିଛି ଦିନ ତଳେ ଆତ୍ମସମର୍ପଣ କରିଥିଲା ଫେରାର୍ ଅଭିଯୁକ୍ତ ସୁଦର୍ଶନ ଜେନା । ବ୍ରହ୍ମପୁରର ବୈଦ୍ୟନାଥପୁର ଥାନାରେ ଆତ୍ମସମର୍ପଣ କରିଥିଲା । ବିଜେଡି ନେତା ବିକ୍ରମ ପଣ୍ଡାଙ୍କ ସହେଯାଗୀ ଥିଲା ସୁଦର୍ଶନ ଜେନା । ସୂଚନାଯୋଗ୍ୟ, ପୀତବାସ ପଣ୍ଡା … Continue reading ପୀତବାସଙ୍କ ମର୍ଡର: ଉମା ବିଶୋୟୀ ଗିରଫ