40.1 C
Bhubaneswar
Thursday, April 25, 2024
Homeଅପରାଧପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପୂର୍ବତନ ସରପଞ୍ଚଙ୍କୁ ହତ୍ୟା

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପୂର୍ବତନ ସରପଞ୍ଚଙ୍କୁ ହତ୍ୟା

ବ୍ରହ୍ମପୁର : ପୂର୍ବତନ ସରପଞ୍ଚଙ୍କୁ ହତ୍ୟା । ବ୍ରହ୍ମପୁର ଲଙ୍ଗଳଦେଇର ପୂର୍ବତନ ସରପଞ୍ଚ ପ୍ରଦୀପ ବିଷୋୟୀଙ୍କୁ ହତ୍ୟା କରାଯାଇଛି । ବ୍ରହ୍ମପୁର ଉପକଣ୍ଠ ବାଉରି ସୁକୁଣ୍ଡା ଛକରେ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି । କିଛିଦିନ ପୂର୍ବେ ଜେଲ୍‌ରୁ ପାରୋଲ୍‌ରେ ଆସିଥିଲେ ପ୍ରଦୀପ । ଆଜି ସକାଳୁ ରାସ୍ତା କଡରୁ ତାଙ୍କ ମୃତଦେହ ଦେଖିବାକୁ ମିଳିଥିଲା । ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଥିଲେ । ବଡବଜାର ଥାନା ପୋଲିସ ହତ୍ୟାକାଣ୍ଡର ତଦନ୍ତ ଆରମ୍ଭ ରଖିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking