ବ୍ୟକ୍ତିଗତ ଶତ୍ରୁତାରୁ ନବ ଦାସଙ୍କୁ ହତ୍ୟା: ଅଭିଯୁକ୍ତ ଗୋପାଳକୃଷ୍ଣ ଦାସକୁ ଦୋଷୀ ସାବ୍ୟସ୍ତ କଲା କ୍ରାଇମବ୍ରାଞ୍ଚ

ଝାରସୁଗୁଡ଼ା: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଜେଏମଏଫସି କୋର୍ଟରେ କ୍ରାଇମବ୍ରାଞ୍ଚ ପ୍ରିଲିମନାରି ଚାର୍ଜସିଟ ଦାଖଲ କରିଥିବା ଜଣାଯାଇଛି। ଏହା ୫୪୩ ପୃଷ୍ଠା ସମ୍ବଳିତ ବୋଲି ଜଣାଯାଇଛି। ଏଥିରେ ପୁଲିସ ଏଏସ୍ଆଇ ଗୋପାଳକୃଷ୍ଣ ଦାସଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ସେ ପୂର୍ବର ବ୍ୟକ୍ତିଗତ ଶତ୍ରୁତା କାରଣରୁ ନବ ଦାସଙ୍କୁ ହତ୍ୟା କରିଥିବା ଦର୍ଶାଯାଇଥିବା ବିଶ୍ବସ୍ତ ସୂତ୍ରରୁ ସୂଚନା ମିଳିଛି। ଅଭିଯୁକ୍ତ ଗୋପାଳକୃଷ୍ଣ ଦାସ ବିରୁଦ୍ଧରେ ଚାର୍ଜ ଫ୍ରମ୍ କରାଯାଇଛି। ତେବେ କ୍ରାଇମବ୍ରାଞ୍ଚ କେବେ ଏହି ମାମଲାର ପୂର୍ଣ୍ଣାଙ୍ଗ … Continue reading ବ୍ୟକ୍ତିଗତ ଶତ୍ରୁତାରୁ ନବ ଦାସଙ୍କୁ ହତ୍ୟା: ଅଭିଯୁକ୍ତ ଗୋପାଳକୃଷ୍ଣ ଦାସକୁ ଦୋଷୀ ସାବ୍ୟସ୍ତ କଲା କ୍ରାଇମବ୍ରାଞ୍ଚ