25.1 C
Bhubaneswar
Thursday, March 19, 2026
Homeଓଡିଶାପୁଣି ଚଢିଗଲା ମୋ ବସ : ଗୁରୁତର ହସ୍ପିଟାଲରେ ଭର୍ତ୍ତି

ପୁଣି ଚଢିଗଲା ମୋ ବସ : ଗୁରୁତର ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ଭୁବନେଶ୍ୱର ରେଳ ଷ୍ଟେସନ ନିକଟ ବସ୍‌ଷ୍ଟାଣ୍ଡରେ ମାଡ଼ିଗଲା ମୋ ବସ । ଜଣେ ଗୁରୁତର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି। ପୁରୀର ରଞ୍ଜିତ ବେହେରା ଟ୍ରେନରେ ଭୁବନେଶ୍ବର ଆସିଥିଲେ। ଷ୍ଟେସନରେ ପହଁଚିବା ପରେ ଖରା ହେଉଥିବାରୁ ଠିଆ ହେଇଥିଲେ। କିନ୍ତୁ ହଠାତ ମୋ ବସ୍‌ ଡ୍ରାଇଭର କିଛି ନଦେଖି ଆଗକୁ ମାଡି ଆସିଥିଲେ। ଫଳରେ ଗୋଡ଼ରେ ପ୍ରବଳ ଆଘାତ ଲାଗିଛି। ତାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୁର୍ବ ସୁଚନା ଅନୁଯାୟୀ ବିଳମ୍ବିତ ରାତ୍ରିରେ ମୋ ବସ୍ ଦୁର୍ଘଟଣା ଏବେ ରାଜଧାନୀ ବାସୀଙ୍କୁ ଆତଙ୍କିତ କରିଛି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking