29.1 C
Bhubaneswar
Thursday, May 9, 2024
Homeଓଡିଶାପ୍ରତି ପଞ୍ଚାୟତକୁ ଗଡିବ ମୋ ବସ୍ : ଊଷା ପାଢ଼ୀ

ପ୍ରତି ପଞ୍ଚାୟତକୁ ଗଡିବ ମୋ ବସ୍ : ଊଷା ପାଢ଼ୀ

ଭୁବନେଶ୍ୱର: ପ୍ରତି ପଞ୍ଚାୟତରେ ଗଡ଼ିବ ‘ମୋ ବସ୍‌’। ବ୍ଲକ୍‌ ମୁଖ୍ୟାଳୟରୁ ପ୍ରତି ପଞ୍ଚାୟତକୁ ଚାଲିବ ‘ମୋ ବସ୍‌’ । ଏନେଇ ସୂଚନା ଦେଲେ ପରିବହନ ସଚିବ ଊଷା ପାଢ଼ୀ । ସେ କହିଛନ୍ତି ଯେ, ଲକ୍ଷ୍ମୀ ସ୍କିମ୍‌ରେ ଗ୍ରାମାଞ୍ଚଳକୁ ଦିଆଯିବ ପରିବହନ ସୁବିଧା । ପ୍ରଥମ ଫେଜ୍‌ରେ ପାଇଲଟ ପ୍ରୋଜେକ୍ଟରେ ୬ଟି ଜିଲ୍ଲାରେ ଚାଲିବ । କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି, କଳାହାଣ୍ଡି ଓ ଗଜପତି ଜିଲ୍ଲାରେ ଚାଲିବ ମୋ ବସ୍‌ ।

ମୁଣ୍ଡଳି ଟୋଲ୍ ଗେଟ୍ ବନ୍ଦ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking