28.9 C
Bhubaneswar
Monday, June 22, 2026
Homeଓଡିଶାମୋ ଚିଠିର ପ୍ରଭାବ ପଡ଼ିଛି: ମୋକିମ

ମୋ ଚିଠିର ପ୍ରଭାବ ପଡ଼ିଛି: ମୋକିମ

ଭୁବନେଶ୍ୱର: କଂଗ୍ରେସର କେନ୍ଦ୍ରୀୟ ନେତା କଥା ହେବା ପରେ ମହମ୍ମଦ ମୋକିମଙ୍କ ପ୍ରତିକ୍ରିୟା। ପ୍ରତିକ୍ରିୟା ଦେଇ ମୋକିମ କହିଛନ୍ତି ଯେ କିଛି କେନ୍ଦ୍ରୀୟ ନେତା ମୋ ସହ କଥା ହୋଇଛନ୍ତି। ମୁଁ ଯାହା ଚିଠିରେ ଲେଖିଥିଲି ସେ ବାବଦରେ ପଚାରି ବୁଝିଛନ୍ତି। ରାଜ୍ୟ କଂଗ୍ରେସର ସ୍ଥିତି ବାବଦରେ ମୋତେ ପଚାରିଛନ୍ତି। ମୋ ଚିଠିର ପ୍ରଭାବ ପଡିଛି, ଆଶା କରୁଛି ତର୍ଜମା କରାଯିବ। କଂଗ୍ରେସ ଦଳର ସ୍ଥିତିରେ ପରିବର୍ତ୍ତନ ହେବ। ମୁଁ ରାଜନୀତି କରୁଛି, ଆଗାମୀ ଦିନରେ କରିବି। ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି।ନିକଟରେ କଂଗ୍ରେସରୁ ବହିଷ୍କୃତ ହୋଇଥିଲେ ମୋକିମ। କଂଗ୍ରେସର ପରିଚାଳନା ନେଇ ଅସନ୍ତୋଷ ପ୍ରକାଶ କରି ଦଳର ନେତ୍ରୀ ସୋନିଆ ଗାନ୍ଧୀଙ୍କ ନିକଟକୁ ଚିଠି ଲେଖିଥିଲେ ମୋକିମ୍। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ବହିଷ୍କୃତ କରାଯାଇଥିବା ଓପିସିସି ସୂଚନା ଦେଇଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking