32.1 C
Bhubaneswar
Friday, October 9, 2026
Homeଓଡିଶାଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଭଦ୍ରକ : କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ଘୋଷଣା କରାଯାଇଛି। ଶୁକ୍ରବାର ମଧ୍ୟାହ୍ନ ୧୨ଟା ୩୦ରୁ କଲେଜ ବନ୍ଦ ରହିବ ବୋଲି କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି। କଲେଜ ପରିସରରେ ଉତ୍ତେଜନା ଓ ଶାନ୍ତିପୂର୍ଣ୍ଣ ଶୈକ୍ଷିକ ପରିବେଶ ବ୍ୟାହତ ହେଉଥିବାରୁ ଛାତ୍ରୀଛାତ୍ର, ଅଧ୍ୟାପକ, କର୍ମଚାରୀ ଓ ଅନ୍ୟମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ପଦକ୍ଷେପ ନିଆଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ଜାରି ନ ହେବା ପର୍ଯ୍ୟନ୍ତ କଲେଜ ବନ୍ଦ ରହିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking