16.1 C
Bhubaneswar
Saturday, December 6, 2025
Homeଓଡିଶାପୁଣି ଖୋଲିଲା ନବ ଦାସ ହତ୍ୟା ମାମଲା ଡାଏରୀ

ପୁଣି ଖୋଲିଲା ନବ ଦାସ ହତ୍ୟା ମାମଲା ଡାଏରୀ

ଭୁବନେଶ୍ୱର : ପୁଣି ଖୋଲିଲା ନବ ଦାସ ହତ୍ୟା ମାମଲା ଡାଏରୀ । ଝିଅ ଦୀପାଳି ଓ ପୁଅ ବିଶାଳଙ୍କୁ  ନୋଟିସ କଲା କ୍ରାଇମବ୍ରାଞ୍ଚ । ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ହାଜର ହେବାକୁ ଥିଲା ନୋଟିସ । ମାମଲାରେ କ୍ରାଇମବ୍ରାଞ୍ଚ ନିକଟରେ ପକ୍ଷ ରଖିବାକୁ ଉଭୟଙ୍କୁ ନୋଟିସ  କରାଯାଇଛି । ନବଙ୍କ ହତ୍ୟାକୁ ନେଇ  ଉଭୟଙ୍କ ବୟାନବାଜିକୁ ନେଇ ନୋଟିସ ହୋଇଛି । ମାମଲାରେ ଏବେ ଯାଏଁ କ୍ରାଇମବ୍ରାଞ୍ଚର ତଦନ୍ତ ସମାପ୍ତ ହୋଇନି । ଫାଇନାଲ ଚାର୍ଜସିଟ୍ ଦାଖଲ କରିନି କ୍ରାଇମବ୍ରାଞ୍ଚ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking