14.1 C
Bhubaneswar
Saturday, December 6, 2025
Homeଓଡିଶାମା' ସମଲେଶ୍ୱରୀଙ୍କ ନିକଟରେ ଲାଗି ହେଲା ନବାନ୍ନ

ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେଲା ନବାନ୍ନ

ସମ୍ବଲପୁର: ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେଲା ନବାନ୍ନ । ଧାର୍ଯ୍ୟ ଶୁଭଲଗ୍‌ନ ଅନୁସାରେ ନବାନ୍ନ ଲାଗି ହେଲା । ମା’ଙ୍କ ନିକଟରେ ଚାଲିଛି ପୂଜାର୍ଚ୍ଚନା । ଗଣପର୍ୱ ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡିଶା । ଏହାପରେ ଘରେ ଘରେ ନୂଆ ଖାଇବେ ପଶ୍ଚିମ ଓଡିଶା ବାସୀ । ପ୍ରଥମେ ମା ସମଲେଶ୍ବରୀଙ୍କ ମନ୍ଦିରରୁ ମାଙ୍କ ଭୋଗ ନେବା ପରେ ସପରିବାର ଖାଇବେ ନୂଆଁ ।ପରେ ବଡଙ୍କ ଆଶୀର୍ବାଦ ନେବେ ସାନ। ବିଭିନ୍ନ ସ୍ଥାନରେ ଆୟୋଜିତ ହୋଇଛି ଭେଟଘାଟ କାର୍ଯ୍ୟକ୍ରମ। ର୍ପୂବରୁ ଦୂରଦୁରାନ୍ତରେ ରହିଥିବା ପରିବାର ସଦସ୍ୟ ଓ ସମ୍ପର୍କୀୟ ନୂଆଖାଇ ପାଇଁ ଘରେ ପହଞ୍ଚିସାରିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking