27.1 C
Bhubaneswar
Friday, March 29, 2024
Homeବ୍ରେକୀଙ୍ଗନବରଙ୍ଗପୁର ବିଧାୟକ କରୋନା ଆକ୍ରାନ୍ତ

ନବରଙ୍ଗପୁର ବିଧାୟକ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀଙ୍କୁ କରେନା ହୋଇଥିବା ସୂଚନା ମିଳିଛି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ସୂଚନା ଦେଇଛନ୍ତି । ଏହାସହ ତାଙ୍କ ପତ୍ନୀଙ୍କୁ ମଧ୍ୟ କରୋନା ହୋଇଛି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ପାଇଁ ଓ କୋଭିଡ଼ ଟେଷ୍ଟ କରିବାକୁ ସେ ଅନୁରୋଧ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking