ଗେଣ୍ଡୁ ଗଛ ପାଇଁ ନାବାଳିକାଙ୍କୁ ହତ୍ୟା

ବାଲେଶ୍ୱର : ଗେଣ୍ଡୁ ଗଛ ଚୋରି କଲା ବୋଲି ନାବାଳିକାକୁ ମାରି ଟାଙ୍ଗିଦେଲେ ପଡ଼ୋଶୀ। ଝିଅକୁ ମାରି ଟାଙ୍ଗି ଦେଇଥିବା ପଡ଼ୋଶୀଙ୍କ ନାଁରେ ଥାନାରେ ଅଭିଯୋଗ କରିଛନ୍ତି ମୃତ ନାବାଳିକାଙ୍କ ମା’। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ଅନ୍ତର୍ଗତ ଭାଲୁହୁରୁଡ଼ା ଗାଁରେ। ମୃତ ନାବାଳିକା ଜଣଙ୍କ ହେଲେ ସରସ୍ୱତୀ ହାଁସଦା। ସୀତା ହାଁସଦା ନିଜର ୧୨ ବର୍ଷର ଝିଅ ସରସ୍ୱତୀକୁ ପଡ଼ୋଶୀଙ୍କ ଘରେ ଛାଡ଼ି ଦେଇ ଭୁବନେଶ୍ୱର ଯାଇଥିଲେ। ଗତକାଲି ମଧ୍ୟାହ୍ନରେ ତାଙ୍କ … Continue reading ଗେଣ୍ଡୁ ଗଛ ପାଇଁ ନାବାଳିକାଙ୍କୁ ହତ୍ୟା