28.1 C
Bhubaneswar
Sunday, September 8, 2024
Homeଓଡିଶାନାଚୁ ନାଚୁ ଚାଲିଗଲେ ନୃତ୍ୟ ଗୁରୁ

ନାଚୁ ନାଚୁ ଚାଲିଗଲେ ନୃତ୍ୟ ଗୁରୁ

ଯାଜପୁର : ନୃତ୍ୟ ଅଭ୍ୟାସ ବେଳେ ଚାଲିଗଲା ନୃତ୍ୟ ଗୁରୁଙ୍କ ଜୀବନ । ଏଭଳି ଅଭାବନୀୟ ଘଟଣା ଯାଜପୁର ଜିଲ୍ଲା ଷଠୀପୁରରେ ଘଟିଛି । ଷଠୀପୁର ସ୍ଥିତ କ୍ୟାମ୍ପରେ ଯାଜ୍ଞସେନି ଅପେରା ଡ୍ୟାନ୍ସ ଗୁରୁଙ୍କ ମୃତ୍ୟୁ ହୋଇଛି । ନୃତ୍ୟ ଅଭ୍ୟାସ ବେଳେ ପ୍ରଥମେ ଅସୁସ୍ଥ ହୋଇପଡିଥିଲେ । ତେବେ ପରେ ତାଙ୍କୁ ସଙ୍ଗେ ସଙ୍ଗେ ମେଡିକାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ମେଡିକାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking