34.1 C
Bhubaneswar
Friday, March 29, 2024
Homeଓଡିଶାନଦୀୟା ବିହାରୀ ମହାନ୍ତିଙ୍କ ପରଲୋକ

ନଦୀୟା ବିହାରୀ ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର: ବିଶିଷ୍ଟ ଶିଶୁ ସାହିତ୍ୟିକ ନଦୀୟା ବିହାର ମହାନ୍ତିଙ୍କ ପରଲୋକ ହୋଇଯାଇଛି । କଟକର ଏକ ଘରୋଇ ହସ୍ପିଟାଲରେ ୯୦ ବର୍ଷ ବୟସରେ ପରଲୋକ ହୋଇଯାଇଛି । ପରଲୋକ ନେଇ ନଦୀୟା ବିହାରୀଙ୍କ ପରିବାର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଲୋକପ୍ରିୟ ଆକାଶବାଣୀ କାର୍ଯ୍ୟକ୍ରମ ଶିଶୁ ସଂସାରର ‘ବଡଭାଇ’ ନଦୀୟା । ୨୦୧୩ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking