26.1 C
Bhubaneswar
Thursday, September 19, 2024
Homeଦେଶ ବିଦେଶବଦଳିଲା ନେହରୁ ମ୍ୟୁଜିୟମର ନାଁ, ବିଜେପି-କଂଗ୍ରେସ ମୁହାଁମୁହିଁ

ବଦଳିଲା ନେହରୁ ମ୍ୟୁଜିୟମର ନାଁ, ବିଜେପି-କଂଗ୍ରେସ ମୁହାଁମୁହିଁ

ନୂଆଦିଲ୍ଲୀ:ଦେଶର ରାଜଧାନୀ ଦିଲ୍ଲୀରେ ଥିବା ନେହରୁ ମେମୋରିଆଲ ମ୍ୟୁଜିୟମ ଓ ଲାଇବ୍ରେରୀ ସୋସାଇଟୀର ନାଁକୁ ବଦଳାଇ ଦେଇଛନ୍ତି କେନ୍ଦ୍ର ସରକାର। ଏବେ ଏହାର ନାଁ ପ୍ରଧାନମନ୍ତ୍ରୀଙ୍କ ମ୍ୟୁଜିୟମ ଓ ଲାଇବ୍ରେରୀ ସୋସାଇଟୀ ରଖାଯାଇଛି। ଏହି ନାଁ ବଦଳକ ଘଟଣାକୁ ନେଇ ବିଜେପି ଓ କଂଗ୍ରେସ ମୁହାଁମୁହିଁ ହୋଇଛନ୍ତି।
ଟିନ ମୂର୍ତ୍ତି ଭବନରେ ଏହି ମ୍ୟୁଜିୟମଟି ରହିଛି। ଗତବର୍ଷ ଏହି ବିଲଡିଂ ପରିସରରେ ପ୍ରଧାନମନ୍ତ୍ରୀ ସଂଗ୍ରହାଳୟର ଉଦଘାଟନ କରାଯାଇଥିଲା। ଏହାକୁ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହରୁଙ୍କ ଅଫିସିଆଲ ଘର ଭାବେ ବ୍ୟବହାର କରାଯାଉଥିଲା। ତେବେ ଏହାର ନାଁ ପରିବର୍ତ୍ତନକୁ କଂଗ୍ରେସ ହଜମ କରିପାରିନି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking