24.1 C
Bhubaneswar
Thursday, May 9, 2024
Homeବ୍ରେକୀଙ୍ଗଅକ୍ଟୋବର ୪ରୁ ଖୋଲିବ ନନ୍ଦନକାନନ

ଅକ୍ଟୋବର ୪ରୁ ଖୋଲିବ ନନ୍ଦନକାନନ

ଭୁବନେଶ୍ୱର : ପର୍ଯ୍ୟଟକଙ୍କ ପାଇଁ ଅକ୍ଟୋବର ୪ରୁ ଖୋଲାଯିବ ନନ୍ଦନକାନନ । ଏହାର ବଟାନିକାଲ ଗାର୍ଡେନ ମଧ୍ୟ ୪ରୁ ଖୋଲାଯିବ । ନନ୍ଦନକାନନ ଖୋଲିବା ନେଇ ପିସିସିଏଫ ହରିଶଙ୍କର ଉପାଧ୍ୟାୟ ସୂଚନା ଦେଇଛନ୍ତି । ଏକକାଳୀନ କେତେ ସଂଖ୍ୟକ ପର୍ଯ୍ୟଟକଙ୍କୁ ଛଡାଯିବ, ତାହାର ତର୍ଜମା କରାଯିବ । ମାସ୍କ ପିନ୍ଧିନଥିଲେ କୌଣସି ପର୍ଯ୍ୟଟକଙ୍କୁ ଭିତରକୁ ଛଡାଯିବ ନାହିଁ । ଉଭୟ ଅନଲାଇନ୍ ଓ ଅଫ୍ ଲାଇନରେ ଟିକେଟ ମିଳିପାରିବ । ଅଫ୍ ଲାଇନରେ ଟିକେଟ ନେବାକୁ ଧାଡି ନୁହେଁ, ଜଣ ଜଣଙ୍କୁ ଦିଆଯିବ ଏନକ୍ଲୋଜର ଛୁଇଁବା ମନା କରାଯାଇଛି। ପର୍ଯ୍ୟଟକମାନଙ୍କର ଥର୍ମାଲ ସ୍କାନିଂ ହେବ ।
କରୋନା କଟକଣା ପାଇଁ ଦୀର୍ଘଦିନରୁ ବନ୍ଦ ନନ୍ଦନକାନନ ରହିଥିଲା। ଗତକାଲି ମନ୍ତ୍ରୀ ପର୍ଯ୍ୟଟନସ୍ଥଳୀ ଖୋଲିବା ନେଇ ଗ୍ରୀନ୍ ସିଗନାଲ ଦେଇଥିଲେ।।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking