ଭୁବନେଶ୍ୱର: କଂଗ୍ରେସ ଭବନ ବାହାରେ ହାଇଡ୍ରାମାକୁ ନେଇ ପିସିସି ସବାପତି ସ୍ପଷ୍ଟମତ ରଖିଛନ୍ତି । ନାଣ୍ଡୁ ଧଳ ଜଣେ ଅପରାଧିକ ଚରିତ୍ରର ବ୍ୟକ୍ତି । ସେ କଂଗ୍ରେସର ସଦସ୍ୟ ହୋଇପାରିବେ ନାହିଁ । ସଦସ୍ୟତା ମଗାଯାଏ, ଛଡାଇକି ନିଆଯାଏ ନାହିଁ । ରାହୁଲ ଗାନ୍ଧିଙ୍କ ପାଖକୁ ଯଦି ଯାଇପାରିବେ ଯାଆନ୍ତୁ । ମୁଁ କଂଗ୍ରେସ ଅଧ୍ୟକ୍ଷ ଭାବେ ଭାବେ କହୁଛି, ତାଙ୍କୁ ଗ୍ରହଣ କରାଯିବନି ।










