30.1 C
Bhubaneswar
Friday, May 3, 2024
Homeଦେଶ ବିଦେଶଆଜି ମୋଦି- ବାଇଡେନଙ୍କ ଦ୍ୱିପାକ୍ଷିକ ଆଲୋଚନା

ଆଜି ମୋଦି- ବାଇଡେନଙ୍କ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ : ଆଜି ମୋଦି ଓ ରାଷ୍ଟ୍ରପତି ଜୋ ବାଇଡେନଙ୍କ ବୈଠକ । ମୋଦି ବାଇଡେନଙ୍କ ଦ୍ୱିପାକ୍ଷିକ ବୈଠକ । ଦ୍ୱିପାକ୍ଷିକ ସମ୍ପର୍କ ସହ ଗୁରୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ପ୍ରସଙ୍ଗରେ ଉଭୟ ନେତା ଆଲୋଚନା କରିବେ । କରୋନା ମହାମାରୀ ଓ ଆଫଗାନିସ୍ତାନରେ ତାଲିବାନର କବଜା ପରେ ଏହି ଗସ୍ତର ଗୁରୁତ୍ୱ ବଢିଯାଇଛି । ଏହି ଗସ୍ତ ବେଳେ ଭାରତ-ଆମେରିକା ଆହୁରି ନିକଟତର ହେବା ସହ ଚୀନର ଘେରାବନ୍ଦୀ ପାଇଁ କ୍ଷେତ୍ର ପ୍ରସ୍ତୁତ ହୋଇପାରେ । କ୍ୱାଡ ରାଷ୍ଟ୍ର ସମୁହର ବୈଠକରେ ମୋଦୀ, ଆତଙ୍କବାଦ ଓ କରୋନା ପ୍ରସଙ୍ଗ ଉଠାଇପାରନ୍ତି । ସେହିପରି ଜାତିସଂଘ ସାଧାରଣ ପରିଷଦ ବୈଠକରେ ଚୀନ୍ ବିରୋଧରେ କୂଟନୈତିକ ସହମତି ସୃଷ୍ଟି କରିପାରନ୍ତି ମୋଦୀ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking