ନେପାଳରେ ପ୍ରକୃତିର ତାଣ୍ଡବ

ନେପାଳ: ନେପାଳରେ ପ୍ରକୃତିର ତାଣ୍ଡବ । ମୌସୁମୀଜନିତ ବର୍ଷା ପରେ ବନ୍ୟା ସ୍ଥିତି । ପୂର୍ବ ନେପାଳର ୫ ଜିଲ୍ଲାରେ ହଜାର ହଜାର ଲୋକ ଜଳବନ୍ଦୀ ହୋଇଥିବା ବେଳେ ତଳିଆ ଅଞ୍ଚଳର ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ଏବେ ସୁଦ୍ଧା ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୮ଜଣ ଏବେ ବି ନିଖୋଜ ଅଛନ୍ତି । ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଭୂସ୍ଖଳନ ଯୋଗୁ ସ୍ଥିତି ଅତି … Continue reading ନେପାଳରେ ପ୍ରକୃତିର ତାଣ୍ଡବ