40.1 C
Bhubaneswar
Thursday, April 25, 2024
Homeଓଡିଶାବରଗଡ଼ରେ ହେବ କ୍ୟାନ୍ସର ହସ୍ପିଟାଲ: ନବୀନ

ବରଗଡ଼ରେ ହେବ କ୍ୟାନ୍ସର ହସ୍ପିଟାଲ: ନବୀନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ବରଗଡ଼ ଜିଲ୍ଲା ଗସ୍ତ ଯାଇଛନ୍ତି । ସେଠାରେ କ୍ୟାନ୍ସର ହସ୍ପିଟାଲ ପ୍ରତିଷ୍ଠା ହେବା ନେଇ ଘୋଷଣା କରିଛନ୍ତି । ସେଠାରେ ଏକ ସାଇନ୍ସ ପାର୍କ ଉଦଘାଟନ କରିଛନ୍ତି । ତେବେ ସେଠାରେ ବରଗଡ଼ରେ କ୍ୟାନ୍ସର ହସ୍ପିଟାଲ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ବରଗଡ଼ ଜିଲ୍ଲା ମେଡିକାଲକୁ ୩୦୦ ଶର୍ଯ୍ୟା ବିଶିଷ୍ଟ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ।
https://onakhabar.com/2020/01/16/naveen-patnaik/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking