ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ନବୀନଙ୍କ ଶୁଭେଚ୍ଛା
ଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀ ଓ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ସେ ଲେଖିଛନ୍ତି, ଏ ବିଜୟ ଓଡିଶାର ଜେନ ଜି, ଯୁବ ଓ ଛାତ୍ରଶକ୍ତିଙ୍କ ନିଷ୍ଠା ଏବଂ ଏକତାକୁ ପ୍ରତିଫଳିତ କରୁଛି । ଛାତ୍ର ସଂସଦ ନିର୍ବାଚନକୁ ଜିତିବା ପାଇଁ ବିଜେପି ସରକାରର ଚକ୍ରାନ୍ତ ବିରୋଧରେ ଦୃଢତାର ସହ ଲଢିଥିବା ବିସିଜେଡି ତଥା ବିଜେଡିର ସମସ୍ତ ନେତାମାନଙ୍କୁ ସାଧୁବାଦ ଜଣାଉଛି … Continue reading ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ନବୀନଙ୍କ ଶୁଭେଚ୍ଛା
Copy and paste this URL into your WordPress site to embed
Copy and paste this code into your site to embed