21.1 C
Bhubaneswar
Friday, February 6, 2026
Homeଓଡିଶାହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ନବୀନ

ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ନବୀନ

ଭୁବନେଶ୍ୱର: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁସ୍ଥ ହେବା ପରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇ ନବୀନ ନିବାସକୁ ଫେରିଛନ୍ତି। ଡିହାଇଡ୍ରେସନ ଯୋଗୁ ଗତ ୧୭ ଅଗଷ୍ଟ ଅପରାହ୍ନରେ ସେ କ୍ୟାପିଟାଲ ହସ୍ପିଟାଲରେ ଭର୍ତି ହୋଇ ଚିକିତ୍ସା ନେଉଥିଲେ। ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ହେବା ପରେ ବୁଧବାର ସେ ଡିସଚାର୍ଜ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ। ସୂଚନା ଅନୁଯାୟୀ, ନବୀନଙ୍କୁ କିଛି ଦିନ ବିଶ୍ରାମ କରିବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking