19.1 C
Bhubaneswar
Monday, December 8, 2025
Homeଓଡିଶାସୁବାସ ପାଣିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ନବୀନ

ସୁବାସ ପାଣିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ନବୀନ

ଭୁବନେଶ୍ୱର: ସଂସ୍କୃତି ଗବେଷକ,ଭାଷ୍ୟକାର ଓ ଭୁତପୁର୍ବ ମୁଖ୍ୟ ଶାସନ ସଚିବ ଡ଼କ୍ଟର ସୁବାସ ପାଣିଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।ଓଡ଼ିଆ ସଂସ୍କୃତି ଗବେଷଣା ବିଶେଷକରି ଜଗନ୍ନାଥ ସଂସ୍କୃତି ଓ ଗୀତ ଗୋବିନ୍ଦ ଉପରେ ସେ ଅନେକ ମହତ୍ୱପୂର୍ଣ କାମ କରିଯାଇଛନ୍ତି।ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀ ଭାବରେ ମଧ୍ୟ ତାଙ୍କର ବିଶେଷ ସୁନାମ ଥିଲା।ସ୍ବର୍ଗତ ପାଣିଙ୍କ ଅମର ଆତ୍ମା ର ସଦଗତି କାମନା କରିବା ସହ ଶ୍ରୀ ପଟନାୟକ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking