32.9 C
Bhubaneswar
Monday, April 13, 2026
Homeଓଡିଶାବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୩ ପାଟୁଆଙ୍କ ମୃତ୍ୟୁ: ଶୋକ ପ୍ରକାଶ କଲେ ନବୀନ

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୩ ପାଟୁଆଙ୍କ ମୃତ୍ୟୁ: ଶୋକ ପ୍ରକାଶ କଲେ ନବୀନ

ଭୁବନେଶ୍ୱର : ଢେଙ୍କାନାଳ ଜିଲ୍ଲା ପାଟଲା ଗାଁରେ ଦଣ୍ଡନାଚ ପ୍ରସ୍ତୁତି ସମୟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୩ ଜଣ ପାଟୁଆଙ୍କ ପ୍ରାଣହାନୀ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ।ସେ କହିଛନ୍ତି, ଢେଙ୍କାନାଳ ଜିଲ୍ଲା ପାଟଲା ଗାଁରେ ଦଣ୍ଡନାଚ ପ୍ରସ୍ତୁତି ସମୟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୩ ଜଣ ପାଟୁଆଙ୍କ ପ୍ରାଣହାନୀ ହୋଇଥିବା ବିଷୟରେ ଜାଣି ମୁଁ ଦୁଃଖିତ। ସମସ୍ତଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ପରିବାରବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking