19.1 C
Bhubaneswar
Sunday, December 14, 2025
Homeଓଡିଶାନବୀନ ଦରମା ଉପରେ ନିର୍ଭରଶୀଳ ନୁହନ୍ତି: ଗଣେଶ୍ୱର

ନବୀନ ଦରମା ଉପରେ ନିର୍ଭରଶୀଳ ନୁହନ୍ତି: ଗଣେଶ୍ୱର

ଭୁବନେଶ୍ୱର: ବର୍ଦ୍ଧିତ ଦରମାକୁ ନବୀନ ନନେବା ପ୍ରସଙ୍ଗରେ ଗଣେଶ୍ୱର ବେହେରାଙ୍କ ପ୍ରତିକ୍ରିୟା । ସେ କହିଛନ୍ତି ଯେ ନବୀନ ବାବୁ ଦରମା ଉପରେ ନିର୍ଭରଶୀଳ ନୁହନ୍ତି, ସେଥିପାଇଁ ମନା କରିଛନ୍ତି । କିନ୍ତୁ ମୁଁ ଏବଂ ମୋ ଭଳି ଅନେକ ବିଧାୟକଙ୍କର ବର୍ଦ୍ଧିତ ଗରମା ଆବଶ୍ୟକ । ନବୀନ ବାବୁଙ୍କର ନିଷ୍ପତ୍ତି ତାଙ୍କର ବ୍ୟକ୍ତିଗତ । ଦଳୀୟ ବିଧାୟକଙ୍କୁ ବର୍ଦ୍ଧିତ ଦରମା ନେବା ପାଇଁ ସେ ବାରଣ କରି ନାହାନ୍ତି । ବିଜେଡି ଦରମା ବୃଦ୍ଧି ପାଇଁ ଦାବି କରିବା ସହ ବିଲ୍‌କୁ ସମର୍ଥନ କରିଥିଲା । ତେଣୁ ଦରମା ବୃଦ୍ଧିକୁ ବିରୋଧ କରିବାର ପ୍ରଶ୍ନ କାହିଁକି ଉଠୁଛି । ବିଧାୟକମାନେ ବହୁ କଷ୍ଟରେ ଚଳୁଛନ୍ତି, ଲୋକେ ବୁଝିବା ଦରକାର ।

ବିଜେଡିର ଦୋମୁହାଁ ନୀତି: ପବିତ୍ର ସାଉଁତା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking