27.1 C
Bhubaneswar
Wednesday, May 7, 2025
Homeଓଡିଶାବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ବିୟୋଗରେ ନବୀନଙ୍କ ଶୋକ

ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ବିୟୋଗରେ ନବୀନଙ୍କ ଶୋକ

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ବିୟୋଗରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହି ଶୋକ ବାର୍ତ୍ତାରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ସ୍ୱର୍ଗତଃ ମହାନ୍ତି ତାଙ୍କର ବୃତ୍ତିପ୍ରତି ସମ୍ପୂର୍ଣ୍ଣ ଭାବରେ ଉତ୍ସର୍ଗୀତକୃତ ଥିଲେ । ସାମ୍ବାଦିକତା କ୍ଷେତ୍ରରେ ତାଙ୍କର ଦକ୍ଷତା ଓ ନିଷ୍ଠା ଅତୁଳନୀୟ ଥିଲା । ତାଙ୍କର ବିୟୋଗରେ ଆମେ ଜଣେ ଆଦର୍ଶ ସାମ୍ବାଦିକ ଓ ଭଲ ମଣିଷଙ୍କୁ ହରାଇଲୁ ।ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର  ସମବେଦନା ଜଣାଇବା ସହ  ପରଲୋଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି ।
https://www.youtube.com/watch?v=9ByUG3F_HM8

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking