13.1 C
Bhubaneswar
Thursday, December 11, 2025
Homeଓଡିଶାପୁଣି ହସ୍‌ପିଟାଲ ବେଡ୍‌ରୁ ବାର୍ତ୍ତା ଦେଲେ ନବୀନ: କହିଲେ ଏମିତି...

ପୁଣି ହସ୍‌ପିଟାଲ ବେଡ୍‌ରୁ ବାର୍ତ୍ତା ଦେଲେ ନବୀନ: କହିଲେ ଏମିତି…

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ସୋମବାର ଅପରାହ୍ନରେ ସମ୍ ଅଲ୍ଟିମେଟ ମେଡିକେୟାରର ଅବଜରଭେସନ୍ ରୁମ୍‌ରୁ କ୍ୟାବିନ୍‌କୁ ସ୍ଥାନାନ୍ତର କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେଉଛି ଏବଂ ତାଙ୍କ କଣ୍ଡିସନ୍ ଷ୍ଟେବୁଲ ରହିଥିବା ସମ୍ମମ ପକ୍ଷରୁ ଏକ ମେଡିକାଲ୍ ବୁଲେଟିନ୍‌ରେ କୁହାଯାଇଛି । ଗତ ରବିବାର ଅପରାହ୍ନରେ ଡିହାଇଡ୍ରେସନ୍ ଯୋଗୁଁ ତାଙ୍କୁ ସମ୍ମମକୁ ଚିକିତ୍ସା ପାଇଁ ଅଣାଯାଇଥିଲା । ସେ ସତେଜ ଅନୁଭବ କରୁଛନ୍ତି ଏବଂ ତାଙ୍କ ଚିକିତ୍ସା ଜାରି ରହିଛି ବୋଲି ସମ୍ମମ୍ ବୁଲେଟିନ୍‌ରେ କୁହାଯାଇଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking