ରାଜ୍ୟରେ ସାମାଜିକ ବିଶୃଙ୍ଖଳାକୁ ନେଇ ନବୀନଙ୍କ ଉଦବେଗ

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ସାମାଜିକ ବିଶୃଙ୍ଖଳା ନେଇ ଉଦବେଗ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୋସିଆଲ ମିଡିଆରେ ନବୀନ କହିଛନ୍ତି, ଏକ ଶାନ୍ତିପ୍ରିୟ ରାଜ୍ୟ ଭାବେ ଓଡ଼ିଶାର ଖ୍ୟାତି ରହିଛି। ଏହା ଏପରି ଏକ ରାଜ୍ୟ ଯେଉଁଠି ଲୋକଙ୍କ ମଧ୍ୟରେ ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟ, ଶାନ୍ତି ଓ ସହଭାଗିତା ଯୁଗ ଯୁଗ ଧରି ରହି ଆସିଛି। କିନ୍ତୁ ଚିନ୍ତାର ବିଷୟ ଯେ ଏବେ ରାଜ୍ୟର ବିଭିନ୍ନ ପ୍ରାନ୍ତରେ ସାମାଜିକ ବିଶୃଙ୍ଖଳା ଘଟୁଥିବାର … Continue reading ରାଜ୍ୟରେ ସାମାଜିକ ବିଶୃଙ୍ଖଳାକୁ ନେଇ ନବୀନଙ୍କ ଉଦବେଗ