30.1 C
Bhubaneswar
Thursday, February 12, 2026
Homeଓଡିଶାସଭାପତି ପଦ ପାଇଁ ନାମାଙ୍କନ ଭରିଲେ ନବୀନ ପଟ୍ଟନାୟକ

ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ବିଜେଡି ସଭାପତି ପଦ ପାଇଁ  ଶଙ୍ଖ ଭବନରେ ନାମାଙ୍କନ ଭରିଲେ ନବୀନ ପଟ୍ଟନାୟକ । ନବମ ଥର ପାଇଁ ଏକ ମାତ୍ର ପ୍ରର୍ଥୀ ଭାବେ ନାମାଙ୍କନ ଭରିଲେ ନବୀନ । ୧୯ ତାରିଖରେ ବିଜେଡି ଘୋଷଣା କରିବ ସଭାପତିଙ୍କ ନାମ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking