30.1 C
Bhubaneswar
Saturday, May 9, 2026
Homeଓଡିଶାପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ନବୀନ ପଟ୍ଟନାୟକଙ୍କ ଶୋକ

ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ନବୀନ ପଟ୍ଟନାୟକଙ୍କ ଶୋକ

ଭୁବନେଶ୍ୱର : ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ଶୋକ ପ୍ରକାଶ କେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଶ୍ରୀ ନବୀନ ପଟ୍ଟନାୟକ ତାଙ୍କ ଶୋକବାର୍ତ୍ତା ରେ କହିଛନ୍ତି ଯେ ସ୍ବର୍ଗତ କମଳା ପୂଜାରୀ ଆମର ଶତାଧିକ ଦେଶୀ ଧାନ ବିହନ ଗୁଡିକ ର ପାରମ୍ପରିକ ପଦ୍ଧତିରେ ସଂରକ୍ଷଣ ଓ ଜୈବିକ ଚାଷ ପଦ୍ଧତି ବିଷୟରେ ସଚେତନତା ସୃଷ୍ଟି କରି ଭବିଷ୍ୟତ ରେ ଖାଦ୍ୟ ନିରାପତ୍ତା ସହିତ ପରିବେଶ ସୁରକ୍ଷା ଦିଗରେ ମହାନ ଅବଦାନ ରଖିଯାଇଛନ୍ତି। ତାଙ୍କ ବିୟୋଗ ସମାଜ ପାଇଁ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଶ୍ରୀ ପଟ୍ଟନାୟକ ଗଭୀର ସମବେଦନା ଜଣାଇଛନ୍ତି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking